Voice of Eastern India

ବନକଲାଗି ପାଇଁ ଆଜି ୪ ଘଣ୍ଟା ଦର୍ଶନ ବନ୍ଦ



ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ବୁଧବାର ଜ୍ୟେଷ୍ଠ ମଳ ମାସ କୃଷ୍ଣ ପକ୍ଷ ତୃତୀୟା ତିଥିରେ ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।4-hour darshan ban today for forest workers



Source link

Leave A Reply

Your email address will not be published.