Voice of Eastern India

ବସ୍‌-ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୨ ଜୀବନ


ସାଲେପୁର ୧୦।୧୦: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବସ୍-ବାଇକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା ୨ ଜୀବନ । କଟକ ଚାନ୍ଦବାଲି ରାସ୍ତାର ଚାଣକ୍ୟ ହୋଟେଲ ସମ୍ମୁଖରେ ଏଭଳି ଅଭାବନୀୟ ଘଟଣା ଘଟିଛି ।

ଖବର ଅନୁଯାୟୀ, ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ଲିସ ପହଞ୍ଚି ବସ୍ ଓ ବାଇକ୍ ଜବତ କରିଛି । ମୃତ ବ୍ୟକ୍ତିଙ୍କ ପରିଚୟ ଏଯାଏଁ ମିଳିନାହିଁ । ପୁଲିସ ଘଟଣାର ତଦନ୍ତ ଜାରି ରଖିଛି ।



Source link

Leave A Reply

Your email address will not be published.