ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଆସୁଥିବା ଭକ୍ତ ଶ୍ରୀମନ୍ଦିର ହୁଣ୍ଡିରେ ଅର୍ଥ ଦାନ କରିବାର ପରମ୍ପରା କାହିଁ କେଉଁ କାଳରୁ ରହିଆସିଛି। ତେବେ ମନ୍ଦିରକୁ ଆସିପାରୁ ନ ଥିବା ଶ୍ରଦ୍ଧାଳୁ ଭକ୍ତ ଏଥିରୁ ବଞ୍ଚିତ ହେଉଥିଲେ। ଏହି ସମସ୍ୟାର ସମାଧାନ ପାଇଁ ରାଜ୍ୟ ବାହାରେ ତଥା ବିଦେଶରେ ରହୁଥିବା ଶ୍ରଦ୍ଧାଳୁଙ୍କ ଲାଗି ଅନଲାଇନ ମାଧ୍ୟମରେ ହୁE-Hundi to be introduced in Shri Jagannath Temple
Source link
