Voice of Eastern India

କ୍ରୀଡବିତ୍ ଙ୍କ ପାଇଁ ଖୁସି ଖବର,୨୦୨୭ ଏସିଆନ୍ ଇନଡୋର୍ ଆଥଲେଟିକ୍ସ ଚାମ୍ପିଅନସିପ୍ ଆୟୋଜନ କରିବ ଓଡ଼ିଶା

ଏସିଆନ୍ ଇନଡୋର୍ ଆଥଲେଟିକ୍ସ ଚାମ୍ପିଅନସିପ୍ ୨୦୨୭’ର ଆୟୋଜନ କରିବ ଓଡ଼ିଶା। ବିଶ୍ୱ କ୍ରୀଡ଼ା ଜଗତରେ ଓଡ଼ିଶାର ସୁନାମ ପୁଣି ଥରେ ଶୀର୍ଷକୁ ଛୁଇଁଛି।ଆସନ୍ତା ୨୦୨୭ ଏସିଆନ୍ ଇନଡୋର୍ ଆଥଲେଟିକ୍ସ ଚାମ୍ପିଅନସିପ୍ ଆୟୋଜନ କରିବାର ବଡ଼ ସୁଯୋଗ ଓଡ଼ିଶାକୁ ମିଳିଛି । Good news for athletes, Odisha to host 2027 Asian Indoor Athletics Championships

Source link

Leave A Reply

Your email address will not be published.