Voice of Eastern India

ରାଜ୍ୟସଭା କ୍ରସ୍‌ ଭୋଟିଂ ଅଭିଯୋଗ ଘଟଣା ନୂଆ ଅପଡେଟ୍‌, ବିଜେଡିର ଅଯୋଗ୍ୟତା ଆବେଦନ ଖାରଜ


ଭୁବନେଶ୍ୱର ୨୨।୦୬ : ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ଘଟଣା। ବିଜେଡିର ଅଯୋଗ୍ୟତା ଆବେଦନକୁ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ। ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ହୋଇଥିବା ରାଜ୍ୟସଭା ନିର୍ବାଚନ ସମୟରେ ବିଜେଡି ୮ ବିଧାୟକଙ୍କ ବିରୋଧରେ କ୍ରସ୍ ଭୋଟିଂ ଅଭିଯୋଗ ଆଣିଥିଲା। ସୁବାଷିନୀ ଜେନା, ଅରବିନ୍ଦ ମହାପାତ୍ର, ଚନ୍ଦ୍ରମଣି କହଁର, ସନା ମହାକୁଡ଼, ନବ କିଶୋର ମଲ୍ଲିକ, ରମାକାନ୍ତ ଭୋଇ, ଦେବୀ ରଞ୍ଜନ ତ୍ରିପାଠୀ ଓ ସୌଭିକ ବିଶ୍ଵାଳ କ୍ରସ୍ ଭୋଟିଂ କରିଥିଲେ।



Source link

Leave A Reply

Your email address will not be published.