ଏନଫୋର୍ସମେଣ୍ଟ ଡିରେକ୍ଟୋରେଟ୍ (ED) କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସିପିଆଇ(ଏମ) ର ବରିଷ୍ଠ ନେତା ପିନାରାୟୀ ବିଜୟନଙ୍କ ବାସଭବନରେ ଏକ ବଡ଼ ଧରଣର ଚଢ଼ାଉ କରିଛି। କୋଚିନ୍ ମିନେରାଲ୍ସ ଆଣ୍ଡ ରୁଟାଇଲ୍ ଲିମିଟେଡ୍ (CMRL) ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଏହି ଖୋଳତାଳ କରାଯାଉଛି।ED raids former CM Pinarayi Vijayan’s house
